Joshua 11:22 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ସନ୍ତାନଗଣର ଦେଶ ରେ ଅନାକୀଯମାନଙ୍କର କହେି ହେଲେ ଜୀବିତ ରହିଲେ ନାହିଁ। କବଳେ ଘାସ ରେ ଗାତ ଓ ଅସ୍ଦୋଦ ରେ କହେି କହେି ରହିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟ-ମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍ ଓ ଅସ୍ଦୋଦରେ କେହି କେହି ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ହେଲେ ଜୀବିତ ରହିଲେ ନାହିଁ। କେବଳ ଘସାରେ ଗାଥ୍ ଓ ଅ‌‌ସ୍‌‌ଦୋଦରେ କେହି କେହି ରହିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍ଦୋଦରେ କେହି କେହି ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍‍ଦୋଦରେ କେହି କେହି ରହିଲେ।