Joshua 11:23 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନକ୍ସ୍ଟସା ରେ, ଯିହାଶୂେୟ ସେ ଇଶ୍ରାୟେଲର ସମସ୍ତ ଦେଶ ହସ୍ତଗତ କଲେ ଓ ଯିହାଶୂେୟ ପ୍ରେତ୍ୟକକ ବଂଶର ବିଭାଗନକ୍ସ୍ଟସା ରେ ଅଧିକାର କରିବାକୁ ଇଶ୍ରାୟେଲକକ୍ସ୍ଟ ତାହା ଦେଲେ। ତେଣୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ । ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯିହୋଶୂୟ ଇସ୍ରାଏଲର ସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗନୁସାରେ ଅଧିକାର କରିବାକୁ ଇସ୍ରାଏଲକୁ ତାହା ଦେଲେ। ତେଣୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।