Joshua 11:3 — Compare Translations

5 translations compared side by side

Odia - 1840
"ୟାବୀନ୍ ପୂର୍ବ ଓ ପଶ୍ଚିମ ଦେଶୀଯ କିଣାନୀଯମାନଙ୍କ ଓ ଇମାରେୀୟମାନଙ୍କ ଓ ହିତ୍ତୀଯମାନଙ୍କ ଓ ପରିଷୀଯମାନଙ୍କ ଓ ପର୍ବତସ୍ଥ ୟିବୂଷୀଯମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପି ଦେଶୀଯ ହିଦ୍ଦୀଯମାନଙ୍କ ନିକଟକକ୍ସ୍ଟ ବାର୍ତ୍ତା ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟ-ମାନଙ୍କ ଓ ହିତ୍ତୀୟମାନଙ୍କ ଓ ପିରିଷୀୟ-ମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପି ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ଲୋକ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାବୀନ୍ ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପିରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପି ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ବାର୍ତ୍ତା ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପା ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ଲୋକ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପା ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ଲୋକ ପଠାଇଲେ।