Joshua 11:4 — Compare Translations

5 translations compared side by side

Odia - 1840
"ତହିଁରେ ସମାନେେ ନିଜର ସୈନ୍ଯମାନଙ୍କ ସହିତ ଅଶ୍ବାରୋହୀ, ରଥା ରୋହୀମାନଙ୍କ ସହିତ ଏକତ୍ରୀତ ହେଲେ। ଏହା ଥିଲା ଏକ ବିରାଟ ସୈନ୍ଯ ଛାଉଣୀ। ଏହା ଦଖାେ ଯାଉଥିଲା ସତେ ଯେପରି, ସମକ୍ସ୍ଟଦ୍ର ତୀରସ୍ଥ ବାଲକ୍ସ୍ଟକା ତକ୍ସ୍ଟଲ୍ଯ, ଶସ୍ଯ କ୍ଷେତ୍ର ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ର ତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ଵ ଓ ରଥ ସଙ୍ଗେ ନେଇ ବାହାର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେମାନେ ନିଜର ସୈନ୍ୟମାନଙ୍କ ସହିତ ଅଶ୍ୱାରୋହୀ ଓ ରଥାରୋହୀମାନଙ୍କ ସହିତ ଏକତ୍ରିତ ହେଲେ। ଏହା ଥିଲା ଏକ ବିରାଟ ସୈନ୍ୟ ଛାଉଣି। ଏହା ଦେଖା ଯାଉଥିଲା ସତେ ଯେପରି, ସମୁଦ୍ର ତୀରସ୍ଥ ବାଲୁକା ତୁଲ୍ୟ, ଶସ୍ୟକ୍ଷେତ୍ର ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ର ତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ।