Joshua 11:5 — Compare Translations

5 translations compared side by side

Odia - 1840
"ସମସ୍ତ ରାଜାମାନେ ଏକ େଛାଟ ନଦୀ ମରେୋମ୍ କୂଳ ରେ ଏକତ୍ରୀତ ହେଲେ। ଏବଂ ଏହି ଛାଉଣୀ ରେ ସମସ୍ତ ସୈନ୍ଯମାନଙ୍କ ସହିତ ଏକତ୍ରିତ ହେଲେ। ଏବଂ ଏହିଠା ରେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ପ୍ରସ୍ତକ୍ସ୍ଟତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏ ସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ରାଜାମାନେ ଏକ ଛୋଟ ନଦୀ ମେରୋମ୍ କୂଳରେ ଏକତ୍ରିତ ହେଲେ। ଏବଂ ଏହି ଛାଉଣିରେ ସମସ୍ତ ସୈନ୍ୟମାନଙ୍କ ସହିତ ଏକତ୍ରିତ ହେଲେ। ଏବଂ ଏହିଠାରେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଏସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍‍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଏ ସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍‍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ।