Joshua 11:6 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ସେ ସମସ୍ତ ୈସନ୍ଯମାନଙ୍କୁ ଭୟ କରନାହିଁ। ସମାନଙ୍କେୁ ପରାସ୍ତ କରିବା ପାଇଁ ମୁ ତୁମ୍ଭକୁ ସହାୟ ହବେି। ଆସନ୍ତା କାଲି ଏହି ସମୟରେ ତୁମ୍ଭମାନେେ ସମାନଙ୍କେୁ ହତ୍ଯା କରିବ। ତୁମ୍ଭମାନେେ ସମାନଙ୍କେର ଘୋଡାମାନଙ୍କୁ େଛାଟା କରି ଦବେ ଓ ରଥଗୁଡିକୁ ପୋଡି଼ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ଵଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେ ସମସ୍ତ ସୈନ୍ୟମାନଙ୍କୁ ଭୟ କର ନାହିଁ। ସେମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭର ସହାୟ ହେବି। ଆସନ୍ତା କାଲି ଏହି ସମୟରେ ତୁମ୍ଭେମାନେ ସେମାନଙ୍କୁ ହତ୍ୟା କରିବ। ତୁମ୍ଭେମାନେ ସେମାନଙ୍କର ଘୋଡ଼ାମାନଙ୍କୁ ଛୋଟା କରି ଦେବ ଓ ରଥଗୁଡ଼ିକୁ ପୋଡ଼ି ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।