Joshua 11:7 — Compare Translations

5 translations compared side by side

Odia - 1840
"ଏହାପରେ ୟିହୋଶୂଯ ଏବଂ ତାଙ୍କର ସମସ୍ତ ସୈନ୍ଯବାହିନୀ ସହିତ ଆସି ହଠାତ୍ ମରେୋମ୍ ନଦୀ କୂଳ ରେ ସମାନଙ୍କେୁ ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋଶୂୟ ଓ ସମସ୍ତ ଯୋଦ୍ଧା ମେରୋମ୍ ଜଳାଶୟ ନିକଟରେ ଅକସ୍ମାତ୍ ସେମାନଙ୍କ ବିରୁଦ୍ଧରେ ଆସି ସେମାନଙ୍କୁ ଆକ୍ରମଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଏବଂ ତାଙ୍କର ସମସ୍ତ ସୈନ୍ୟବାହିନୀ ସହିତ ଆସି ହଠାତ୍ ମେରୋମ୍ ନଦୀ କୂଳରେ ସେମାନଙ୍କୁ ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋଶୂୟ ଓ ସମସ୍ତ ଯୋଦ୍ଧା ମେରୋମ୍‍ ଜଳାଶୟ ନିକଟରେ ହଠାତ୍‍ ସେମାନଙ୍କ ବିରୁଦ୍ଧରେ ଆସି ସେମାନଙ୍କୁ ଆକ୍ରମଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋଶୂୟ ଓ ସମସ୍ତ ଯୋଦ୍ଧା ମେରୋମ୍‍ ଜଳାଶୟ ନିକଟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ଆସି ସେମାନଙ୍କୁ ଆକ୍ରମଣ କଲେ।