Joshua 11:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲକକ୍ସ୍ଟ ସହାୟ ହେଲେ, ସମାନଙ୍କେୁ ପରାସ୍ତ କରିବା ପାଇଁ। ଇଶ୍ରାୟେଲୀୟମାନେ ସମାନଙ୍କେୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍ ମଯିମ୍ ପର୍ୟ୍ଯନ୍ତ ଆଉ ପୂର୍ବ ଦିଗ ରେ ମିସ୍ପିର ସମସ୍ଥଳି ପର୍ୟ୍ଯନ୍ତ ସମାନଙ୍କେୁ ଘଉଡାଇ ନେଲେ। ପକ୍ସ୍ଟଣି ସମାନଙ୍କେର କହେି ଅବଶିଷ୍ଟ ରହିଲେ ନାହିଁ। ସମାନେେ ସମସ୍ତଙ୍କକ୍ସ୍ଟ ସଂହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ୍ ଓ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପିର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବାଯାଏ ସେମାନଙ୍କୁ ସଂହାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ସହାୟ ହେଲେ, ସେମାନଙ୍କୁ ପରାସ୍ତ କରିବା ପାଇଁ। ଇସ୍ରାଏଲୀୟମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍ମୟିମ୍ ପର୍ଯ୍ୟନ୍ତ ଆଉ ପୂର୍ବ ଦିଗରେ ମିସ୍ପିର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ। ପୁଣି ସେମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ। ସେମାନେ ସମସ୍ତଙ୍କୁ ସଂହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।
Odia IRV 2017 (ଓଡିଆ ବାଇବେଲ)