Joshua 11:9 — Compare Translations
5 translations compared side by side
Odia - 1840
"ଯିହାଶୂେୟ ଏହିପରି କଲେ, ସଦାପ୍ରଭୁ ତାଙ୍କୁ ଯେପରି କରିବାକୁ କହିଥିଲେ। ସେ ଘୋଡାମାନଙ୍କୁ େଛାଟାକରି ଦେଲେ ଓ ରଥଗକ୍ସ୍ଟଡିକ ପୋଡି଼ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ଵଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଏହିପରି କଲେ, ସଦାପ୍ରଭୁ ତାଙ୍କୁ ଯେପରି କରିବାକୁ କହିଥିଲେ। ସେ ଘୋଡ଼ାମାନଙ୍କୁ ଛୋଟା କରି ଦେଲେ ଓ ରଥଗୁଡ଼ିକ ପୋଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।