Joshua 12:1 — Compare Translations
5 translations compared side by side
Odia - 1840
"ୟର୍ଦ୍ଦନର ପୂର୍ବପାଶର୍ବସ୍ଥ ଦେଶଗୁଡିକୁ ଇଶ୍ରାୟେଲର ଲୋକମାନେ ନିଜ ଅଧିନକକ୍ସ୍ଟ ଆଣିଲେ। ଆରୋଣ ପର୍ବତଠାରକ୍ସ୍ଟ ହର୍ମୋଣ ପର୍ବତ ପର୍ୟ୍ଯନ୍ତ ଓ ଆରାବହଃର ପୂର୍ବ ଦିଗସ୍ଥ ସମସ୍ତ ରାଜାମାନଙ୍କୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ୍ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାମାନେ ଇସ୍ରାଏଲମାନଙ୍କ ଦ୍ୱାରା ପରାସ୍ତ ହେଲେ ଯର୍ଦ୍ଦନର ପୂର୍ବପାର୍ଶ୍ୱସ୍ଥ ଦେଶଗୁଡ଼ିକୁ ଇସ୍ରାଏଲର ଲୋକମାନେ ନିଜ ଅଧୀନକୁ ଆଣିଲେ। ଅର୍ଣ୍ଣୋନ୍ ପର୍ବତଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ଆରାବହଃର ପୂର୍ବ ଦିଗସ୍ଥ ସମସ୍ତ ରାଜାମାନଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।