Joshua 12:2 — Compare Translations
5 translations compared side by side
Odia - 1840
"ହିଷ୍ବୋନ ନିବାସୀ ଇ ମାରେୀଯଲମାନଙ୍କର ସହରର ସୀହାନେ ରାଜାଙ୍କକ୍ସ୍ଟ ପରାସ୍ତ କଲେ ଓ ଅର୍ନୋନ ଗିରି ସଂକଟ ନିକଟସ୍ଥ ଆ ରଯରେଠାେରକ୍ସ୍ଟ ଓ ଉପତ୍ୟକାର ମଧ୍ଯବର୍ତ୍ତୀ ନଗର ଓ ଗିଲିଯଦର ଅର୍ଦ୍ଧ ଦେଶଠାରକ୍ସ୍ଟ ଅମ୍ମାନେ ସନ୍ତାନଗଣର ସୀମାସ୍ଥିତ ୟବୋକ୍ ନଦୀ ପ୍ରର୍ୟ୍ଯନ୍ତ ଶାସନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିଷ୍ବୋନ୍ ନିବାସୀ ଇମୋରୀୟମାନଙ୍କ ସୀହୋନ୍ ରାଜା, ସେ ଅର୍ଣ୍ଣୋନ୍ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧଦେଶଠାରୁ ଅମ୍ମୋନ ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ହିଷ୍ବୋନ ନିବାସୀ ଇମୋରୀୟମାନଙ୍କର ସହରର ସୀହୋନ ରାଜାଙ୍କୁ ପରାସ୍ତ କଲେ ଓ ଅର୍ଣ୍ଣୋନ ଗିରି ସଙ୍କଟ ନିକଟସ୍ଥ ଆରେୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲିୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ ସନ୍ତାନଗଣର ସୀମାସ୍ଥିତ ଯବୋକ୍ ନଦୀ ପର୍ଯ୍ୟନ୍ତ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ-ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ
Odia IRV 2017 (ଓଡିଆ ବାଇବେଲ)
ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ