Joshua 12:3 — Compare Translations
5 translations compared side by side
Odia - 1840
"ସମାନେେ ମଧ୍ଯ ୟର୍ଦ୍ଦନର ପୂର୍ବ ଉପତ୍ୟକାଠାରକ୍ସ୍ଟ ଗାଲିଲି ହ୍ରଦର ପୂର୍ବ ତୀର ପର୍ୟ୍ଯନ୍ତ ଓ ବୈତ୍ୟିଶିମାେତର ପଥରେ ପଦାଭୂମିସ୍ଥିତ ଲବଣ ସମକ୍ସ୍ଟଦ୍ରର ପୂର୍ବତୀର ପର୍ୟ୍ଯନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶ ରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ପଦାଭୂମିସ୍ଥିତ କିନ୍ନେରତ୍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବୈଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ଵ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମଧ୍ୟ ଯର୍ଦ୍ଦନର ପୂର୍ବ ଉପତ୍ୟକାଠାରୁ ଗାଲିଲୀହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବୈତ୍ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ପଦାଭୂମିସ୍ଥିତ କିନ୍ନେରତ୍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ।
Odia IRV 2017 (ଓଡିଆ ବାଇବେଲ)
ଓ ପଦାଭୂମିସ୍ଥିତ କିନ୍ନେରତ୍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ।