Joshua 12:4 — Compare Translations

5 translations compared side by side

Odia - 1840
"ସମାନେେ ମଧ୍ଯ ବାଶନର ରାଜା ଓଗଙ୍କକ୍ସ୍ଟ ପରାସ୍ତ କଲେ। ଓଗ୍ ଥିଲେ, ରଫାଯୀଯ ବଂଶଧର, ସେ ଅଷ୍ଟରୋତ୍ ଓ ଇଦ୍ରିଯୀ ରେ ଶାସନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବାଶନୀୟ ଓଗ୍ ରାଜାର ଅଞ୍ଚଳ (ଅଧିକାର କଲେନ୍ତ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍ ଓ ଇଦ୍ରିୟୀରେ ବାସ କଲା,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମଧ୍ୟ ବାଶନର ରାଜା ଓ‌ଗ୍‌କୁ ପରାସ୍ତ କଲେ। ଓଗ୍ ଥିଲେ, ରଫାୟୀୟ ବଂଶଧର, ସେ ଅଷ୍ଟାରୋତ୍ ଓ ଇଦ୍ରିୟୀରେ ଶାସନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା,
Odia IRV 2017 (ଓଡିଆ ବାଇବେଲ)
ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା,