Joshua 12:5 — Compare Translations
5 translations compared side by side
Odia - 1840
"ଓଗ୍ ମଧ୍ଯ ହର୍ମୋଣ ପର୍ବତ ରେ, ସଲଖା ରେ, ଗଶୂରୀଯମାନଙ୍କ ଓ ମାଖାଥୀଯମାନଙ୍କ ସୀମା ପର୍ୟ୍ଯନ୍ତ ସମକ୍ସ୍ଟଦାଯ ବାଶନ ଦେଶ ରେ ଓ ହିଷ୍ବୋନ୍ର ରାଜା ସୀହାନରେ ସୀମା ପର୍ୟ୍ଯନ୍ତ ଗିଲିଯଦର ଅର୍ଦ୍ଧ ଦେଶ ରେ ଶାସନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧଦେଶରେ କର୍ତ୍ତୃତ୍ଵ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଓଗ୍ ମଧ୍ୟ ହର୍ମୋଣ ପର୍ବତରେ, ସଲଖାରେ, ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍ବୋନ୍ର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲିୟଦର ଅର୍ଦ୍ଧ ଦେଶରେ ଶାସନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧ ଦେଶରେ କର୍ତ୍ତୃତ୍ୱ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧ ଦେଶରେ କର୍ତ୍ତୃତ୍ୱ କଲେ।