Joshua 12:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ଦାସ ମାଶାେ ଏବଂ ଇଶ୍ରାୟେଲର ଲୋକମାନେ ସେ ରାଜାଗଣଙ୍କର ଦେଶକକ୍ସ୍ଟ ପରାସ୍ତ କରିଥିଲେ। ମାଶାେ ସମାନଙ୍କେର ଦେଶଗକ୍ସ୍ଟଡିକ ଗାଦୀଯ ରକ୍ସ୍ଟବନେୀଯ ପରିବାରବର୍ଗଙ୍କକ୍ସ୍ଟ ଏବଂ ମନଃଶିର ଅର୍ଦ୍ଧ ପରିବାରବର୍ଗକକ୍ସ୍ଟ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧବଂଶକୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦାସ ମୋଶା ଏବଂ ଇସ୍ରାଏଲର ଲୋକମାନେ ସେ ରାଜାଗଣଙ୍କର ଦେଶକୁ ପରାସ୍ତ କରିଥିଲେ। ମୋଶା ସେମାନଙ୍କର ଦେଶଗୁଡ଼ିକ ଗାଦୀୟ, ରୁବେନୀୟ ପରିବାରବର୍ଗଙ୍କୁ ଏବଂ ମନଃଶିର ଅର୍ଦ୍ଧ ପରିବାରବର୍ଗକୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ।