Joshua 12:7 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ମଧ୍ଯ ୟର୍ଦ୍ଦନର ପଶ୍ଚିମ ପାଶର୍‌ବସ୍ଥ ଦେଶର ରାଜାମାନଙ୍କୁ ପରାସ୍ତ କରିଥିଲେ। ଯିହାଶୂେୟ ଏହି ଆକ୍ରମଣର ନତେୃତ୍ବ ନଇେଥିଲେ। ଯିହାଶୂେୟ ସହେି ଦେଶଗୁଡିକୁ ବାରଟି ପରିବାରବର୍ଗ ମଧିଅରେ ବାଣ୍ଟି ଦଇେଥିଲେ। ସେ ଦେଶଗକ୍ସ୍ଟଡିକ ସଦାପ୍ରଭୁ ଦବୋପାଇଁ ପ୍ରତିଜ୍ଞା କରିଥିଲେ। ସହେି ଲୋବାନନ୍ର ବାଲ୍ଗାଦ୍ଠାରକ୍ସ୍ଟ ସଯେୀରର ହାଲକ ପର୍ୟ୍ଯନ୍ତ ଉପତ୍ୟକାଗକ୍ସ୍ଟଡିକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନ୍ର ସମସ୍ଥଳୀସ୍ଥିତ ବାଲ୍ଗାଦ୍ଠାରୁ ସେୟୀରଗାମୀ ହାଲକ୍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ମଧ୍ୟ ଯର୍ଦ୍ଦନର ପଶ୍ଚିମ ପାର୍ଶ୍ୱସ୍ଥ ଦେଶର ରାଜାମାନଙ୍କୁ ପରାସ୍ତ କରିଥିଲେ। ଯିହୋଶୂୟ ଏହି ଆକ୍ରମଣର ନେତୃତ୍ୱ ନେଇଥିଲେ। ଯିହୋଶୂୟ ସେହି ଦେଶଗୁଡ଼ିକୁ ବାରଟି ପରିବାରବର୍ଗ ମଧ୍ୟରେ ବାଣ୍ଟି ଦେଇଥିଲେ। ସେହି ଦେଶଗୁଡ଼ିକ ସଦାପ୍ରଭୁ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସେହି ଲିବାନୋ‌ନ୍‌ର ବାଲଗା‌ଦ୍‌ଠାରୁ ସେୟୀରର ହାଲକ ପର୍ଯ୍ୟନ୍ତ ଉପତ୍ୟକାଗୁଡ଼ିକ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍‍ଗାଦ୍‍ଠାରୁ ସେୟୀରଗାମୀ ହାଲକ୍‍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ
Odia IRV 2017 (ଓଡିଆ ବାଇବେଲ)
ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍‍ଗାଦ୍‍ଠାରୁ ସେୟୀରଗାମୀ ହାଲକ୍‍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ