Joshua 13:1 — Compare Translations
5 translations compared side by side
Odia - 1840
"ଯେତବେେଳେ ଯିହାଶୂେୟ ଅତ୍ଯଧିକ ବୃଦ୍ଧ ହାଇଗେଲେ, ସଦାପ୍ରଭୁ ତାଙ୍କୁ କହିଲେ, ୟିହୋଶୂଯ ତୁମ୍ଭେ ବକ୍ସ୍ଟଢା ହାଇଗେଲଣି। କିନ୍ତୁ ଆହକ୍ସ୍ଟରୀ ଅନକେ ଦେଶକକ୍ସ୍ଟ ଜଯ କରିବା ପାଇଁ ବାକି ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଅଧିକୃତ ନ ହୋଇଥିବା ଦେଶ ଯେତେବେଳେ ଯିହୋଶୂୟ ଅତ୍ୟଧିକ ବୃଦ୍ଧ ହୋଇଗଲେ, ସଦାପ୍ରଭୁ ତାଙ୍କୁ କହିଲେ, “ଯିହୋଶୂୟ ତୁମ୍ଭେ ବୁଢ଼ା ହୋଇଗଲଣି। କିନ୍ତୁ ଆହୁରି ଅନେକ ଦେଶକୁ ଜୟ କରିବା ପାଇଁ ବାକି ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତ-ବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।