Joshua 13:10 — Compare Translations
5 translations compared side by side
Odia - 1840
"ସହେି ସମସ୍ତ ସହର ରେ ଇମାରେୀୟମାନଙ୍କର ରାଜା ସୀହାନେ ସହେି ଦେଶ ରେ ରାଜତ୍ବ କରୁଥିଲେ। ସେ ହିଷ୍ବୋନ ରେ ଶାସନ କରୁଥିଲେ। ସହେି ଦେଶ ଅେମ୍ମାନୀୟମାନଙ୍କର ସୀମା ପର୍ୟ୍ଯନ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍ବୋନରେ କର୍ତ୍ତୃତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମସ୍ତ ସହରରେ ଇମୋରୀୟମାନଙ୍କର ରାଜା ସୀହୋନ ସେହି ଦେଶରେ ରାଜତ୍ୱ କରୁଥିଲେ। ସେ ହିଷ୍ବୋନରେ ଶାସନ କରୁଥିଲେ। ସେହି ଦେଶ ଅମ୍ମୋନୀୟମାନଙ୍କର ସୀମା ପର୍ଯ୍ୟନ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;
Odia IRV 2017 (ଓଡିଆ ବାଇବେଲ)
ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;