Joshua 13:11 — Compare Translations

5 translations compared side by side

Odia - 1840
"ଗିଲିଯଦ ଓ ଗଶକ୍ସ୍ଟରୀଯମାନଙ୍କ ଓ ମାଖାଥୀଯମାନଙ୍କ ଅଞ୍ଚଳ ଓ ସମକ୍ସ୍ଟଦାଯ ହର୍ମୋଣ ପର୍ବତ ଓ ସଲଖା ପର୍ୟ୍ଯନ୍ତ ସମସ୍ତ ବାସନ ସୀମା ପର୍ୟ୍ଯନ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,
Odia Bible ERV 2004 (ପବିତ୍ର ବାଇବଲ)
ଗିଲିୟଦ ଓ ଗଶୁରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ ସୀମା ପର୍ଯ୍ୟନ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,
Odia IRV 2017 (ଓଡିଆ ବାଇବେଲ)
ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,