Joshua 13:12 — Compare Translations

5 translations compared side by side

Odia - 1840
"ରାଜା ଓଗ୍ଙ୍କର ସମସ୍ତ ରାଜ୍ଯ ସହେି ଦେଶ ରେ ଥିଲା ରଫାଯୀଯମାନଙ୍କ ବଂଶଧର। ରାଜା ବାଶନ ରେ ଶାସନ କରୁଥିଲେ। ପୂର୍ବ କାଳ ରେ ସେ ଅଷ୍ଟାରୋତ୍ ଏବଂ ଇଦ୍ରିଯୀ ରେ ଶାସନ କରୁଥିଲେ। ଅତୀତର ମାଶାେ ସହେି ଲୋକମାନଙ୍କର ଦେଶକକ୍ସ୍ଟ କରଗତ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଅଷ୍ଟାରୋତରେ ଓ ଇଦ୍ରିୟୀରେ ରାଜତ୍ଵକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଓ‌ଗ୍‌ର ସମସ୍ତ ରାଜ୍ୟ ସେହି ଦେଶରେ ଥିଲା ରଫାୟୀୟମାନଙ୍କ ବଂଶଧର। ରାଜା ବାଶନରେ ଶାସନ କରୁଥିଲେ। ପୂର୍ବ କାଳରେ ସେ ଅଷ୍ଟାରୋତ୍ ଏବଂ ଇଦ୍ରିୟୀରେ ଶାସନ କରୁଥିଲେ। ଅତୀତର ମୋଶା ସେହି ଲୋକମାନଙ୍କର ଦେଶକୁ କରଗତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ଅଷ୍ଟାରୋତ୍‍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍‍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ଅଷ୍ଟାରୋତ୍‍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍‍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।