Joshua 13:14 — Compare Translations
5 translations compared side by side
Odia - 1840
"କବଳେ ଲବେୀ ଏକ ବଂଶଧର ଯେ କି ଜମା ଭୂମି ପାଇନଥିଲେ। ଲବେୀୟମାନେ ଶସ୍ଯ ନବୈେଦ୍ଯ ଓ ହାମବେଳି ପାଇଲେ, ଯାହାକି ସଦାପ୍ରଭୁ ଇଶ୍ରାୟେଲର ପରମେଶଓରଙ୍କୁ ଉତ୍ସର୍ଗ କରାଯାଉଥିଲା। ଏହା ସଦାପ୍ରଭୁଙ୍କ ପ୍ରତିଜ୍ଞାନକ୍ସ୍ଟସା ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ଲେବୀ ବଂଶକୁ ସେ କିଛି ଅଧିକାର ଦେଲେ ନାହିଁ; ତାହା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଅଗ୍ନିକୃତ ଉପହାର ତାହାର ଅଧିକାର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ଲେବୀ ଏକ ବଂଶଧର ଯେ କି ଜମା ଭୂମି ପାଇ ନ ଥିଲେ। ଲେବୀୟମାନେ ଶସ୍ୟ ନୈବେଦ୍ୟ ଓ ହୋମବଳି ପାଇଲେ, ଯାହାକି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଉତ୍ସର୍ଗ କରାଯାଉଥିଲା। ଏହା ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ଲେବୀ ବଂଶକୁ ମୋଶା କିଛି ଅଧିକାର ଦେଲେ ନାହିଁ; କାରଣ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ସେମାନଙ୍କର ଅଧିକାର ହେଲା, ଯେପରି ସଦାପ୍ରଭୁ ମୋଶାଙ୍କୁ କହିଥିଲେ।
Odia IRV 2017 (ଓଡିଆ ବାଇବେଲ)
କେବଳ ଲେବୀ ବଂଶକୁ ମୋଶା କିଛି ଅଧିକାର ଦେଲେ ନାହିଁ; କାରଣ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ସେମାନଙ୍କର ଅଧିକାର ହେଲା, ଯେପରି ସଦାପ୍ରଭୁ ମୋଶାଙ୍କୁ କହିଥିଲେ।