Joshua 13:15 — Compare Translations
5 translations compared side by side
Odia - 1840
"ମାଶାେ ରକ୍ସ୍ଟବନେ ପରିବାରବର୍ଗ ପ୍ରେତ୍ୟକକଙ୍କକ୍ସ୍ଟ ସମାନଙ୍କେର ଗୋତ୍ରନକ୍ସ୍ଟସା ରେ ଅଧିକାର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶା ରୁବେନ୍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ରୁବେନ୍ ପରିବାରବର୍ଗର ପ୍ରତ୍ୟେକଙ୍କୁ ସେମାନଙ୍କର ଗୋତ୍ରାନୁସାରେ ଅଧିକାର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମୋଶା ରୁବେନ୍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ମୋଶା ରୁବେନ୍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।