Joshua 13:16 — Compare Translations

5 translations compared side by side

Odia - 1840
"ଅର୍ନୋନ ଉପତ୍ୟକା ନିକଟସ୍ଥ ଅରୋଯରଠାେରକ୍ସ୍ଟ ଉପତ୍ୟକା ମଧ୍ଯବର୍ତ୍ତୀ ନଗର ଓ ମଦବୋ ନିକଟସ୍ଥ ସମସ୍ତ ସମତଳ ଭୂମି ସମାନଙ୍କେର ସୀମା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି⇧;
Odia Bible ERV 2004 (ପବିତ୍ର ବାଇବଲ)
ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମତଳ ଭୂମି ସେମାନଙ୍କର ସୀମା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;
Odia IRV 2017 (ଓଡିଆ ବାଇବେଲ)
ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;