Joshua 13:19 — Compare Translations

5 translations compared side by side

Odia - 1840
"କରିଯାଥଯିମ୍, ସିବ୍ମା ଓ ତଳ ଭୂମିର ପର୍ବତସ୍ଥ ସରେତ୍ ସହର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ କିରୀୟାଥୟିମ୍ ଓ ସିବ୍ମା ଓ ତଳଭୂମିର ପର୍ବତସ୍ଥ ସେରତ୍ ସହର
Odia Bible ERV 2004 (ପବିତ୍ର ବାଇବଲ)
କିରିୟାଥୟିମ୍, ସି‌‌ବ୍‌‌ମା ଓ ତଳ ଭୂମିର ପର୍ବତସ୍ଥ ସେରତ୍ ସହର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର
Odia IRV 2017 (ଓଡିଆ ବାଇବେଲ)
ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର