Joshua 13:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ଏପର୍ୟ୍ଯନ୍ତ ଯେଉଁ ଦେଶଗକ୍ସ୍ଟଡିକ ତକ୍ସ୍ଟମ୍ଭ ଅଧିନକକ୍ସ୍ଟ ନଇେ ନାହିଁ, ସଗେକ୍ସ୍ଟଡିକ ହେଲା ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ତଳ, ଗଶୂରୀଯମାନଙ୍କ ସମସ୍ତ ଅଞ୍ଚଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ତଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏପର୍ଯ୍ୟନ୍ତ ଯେଉଁ ଦେଶଗୁଡ଼ିକ ତୁମ୍ଭ ଅଧୀନକୁ ନେଇ ନାହଁ, ସେଗୁଡ଼ିକ ହେଲା ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ତଳୀ, ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;
Odia IRV 2017 (ଓଡିଆ ବାଇବେଲ)
ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;