Joshua 13:21 — Compare Translations

5 translations compared side by side

Odia - 1840
"ଏହିପରି ସମତଳର ସମସ୍ତ ନଗରକକ୍ସ୍ଟ ମିଶାଇ ଓ ଇ ମାରେୀଯର ରାଜା ସୀହାନେ, ୟିଏ ହିଷ୍ବୋନ ରେ ରାଜତ୍ବ କରୁଥିଲେ, ତାଙ୍କର ସମସ୍ତ ଅଞ୍ଚଳକକ୍ସ୍ଟ ମିଶାଇ ଏହି ଦେଶ ଗଠିତ ହେଲା। ମାଶାେ ତାଙ୍କୁ ଓ ମିଦୀଯୋନର ନତେୃବର୍ଗ ଓ ସୀହାନରେ ରାଜପକ୍ସ୍ଟତ୍ରମାନଙ୍କୁ ମଧ୍ଯ ଇବି, ରକମେ, ସୂର, ହର ଓ ରବୋକକ୍ସ୍ଟ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍ବୋନରେ ରାଜତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ ଓ ସୂର ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ସମତଳର ସମସ୍ତ ନଗରକୁ ମିଶାଇ ଓ ଇମୋରୀୟର ରାଜା ସୀହୋନ, ଯିଏ ହି‌ଷ୍‌ବୋନରେ ରାଜତ୍ୱ କରୁଥିଲେ, ତାଙ୍କର ସମସ୍ତ ଅଞ୍ଚଳକୁ ମିଶାଇ ଏହି ଦେଶ ଗଠିତ ହେଲା। ମୋଶା ତାଙ୍କୁ ଓ ମିଦିୟନର ନେତୃବର୍ଗ ଓ ସୀହୋନର ରାଜପୁତ୍ରମାନଙ୍କୁ ମଧ୍ୟ ଇବି, ରେକମ, ସୂର, ହର ଓ ରେବାକୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍‍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍‍ ଓ ସୂର୍‍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)