Joshua 13:22 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ସନ୍ତାନଗଣ ଖଣ୍ତା ରେ ଯେଉଁମାନଙ୍କୁ ହତ୍ଯା କରିଥିଲେ, ସମାନଙ୍କେ ମଧିଅରେ ଥିଲେ, ବିଯୋରର ପକ୍ସ୍ଟତ୍ର ମନ୍ତ୍ରଜ୍ଞ ବିଲିଯମକକ୍ସ୍ଟ ମଧ୍ଯ ହତ୍ଯା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ଖଡ଼୍‍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍କୁ ମଧ୍ୟ ବଧ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ସନ୍ତାନଗଣ ଖଣ୍ଡାରେ ଯେଉଁମାନଙ୍କୁ ହତ୍ୟା କରିଥିଲେ, ସେମାନଙ୍କ ମଧ୍ୟରେ ଥିଲେ, ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲିୟମକୁ ମଧ୍ୟ ହତ୍ୟା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍‍କୁ ମଧ୍ୟ ବଧ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍‍କୁ ମଧ୍ୟ ବଧ କରିଥିଲେ।