Joshua 13:23 — Compare Translations
5 translations compared side by side
Odia - 1840
"ଆଉ ୟର୍ଦ୍ଦନ ନଦୀ, ରୂବନକେକ୍ସ୍ଟ ଦିଆୟାଇଥିବା ଦେଶର ସୀମା ଥିଲା। ରୂବନେ ପରିବାରବର୍ଗର ଗୋ୍ଟୀ ତାଲିକା ଭକ୍ସ୍ଟକ୍ତ ସହର ଓ କ୍ଷତେ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍-ସନ୍ତାନଗଣର ସୀମା ଥିଲା, ରୁବେନ୍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯର୍ଦ୍ଦନ ନଦୀ, ରୁବେନ୍କୁ ଦିଆଯାଇଥିବା ଦେଶର ସୀମା ଥିଲା। ରୁବେନ୍ ପରିବାରବର୍ଗର ଗୋଷ୍ଠୀ ତାଲିକାଭୁକ୍ତ ସହର ଓ କ୍ଷେତ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍-ସନ୍ତାନଗଣର ସୀମା ଥିଲା, ରୁବେନ୍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍-ସନ୍ତାନଗଣର ସୀମା ଥିଲା, ରୁବେନ୍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।