Joshua 13:25 — Compare Translations
5 translations compared side by side
Odia - 1840
"ୟା ସରମାନଙ୍କେର ଭୂମି ଏବଂ ଗିଲିଯଦର ସମସ୍ତ ସହର ମାଶାେ ସମାନଙ୍କେୁ ଦେଲେ। ସେ ମଧ୍ଯ ଅମ୍ମାନେ ସନ୍ତାନଗଣମାନଙ୍କ ଅର୍ଦ୍ଧକେ ଜମିକକ୍ସ୍ଟ ଦାନ କରିଥିଲେ। ତାହା ଅରୋଯରେ ପୂର୍ବସ୍ଥିତ ରଦ୍ଦାରଠା ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାସେରମାନଙ୍କର ଭୂମି ଏବଂ ଗିଲିୟଦର ସମସ୍ତ ସହର ମୋଶା ସେମାନଙ୍କୁ ଦେଲେ। ସେ ମଧ୍ୟ ଅମ୍ମୋନ ସନ୍ତାନଗଣର ଅର୍ଦ୍ଧେକ ଜମିକୁ ଦାନ କରିଥିଲେ। ତାହା ଅରୋୟେର ପୂର୍ବସ୍ଥିତ ରବ୍ବାରଠାରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।
Odia IRV 2017 (ଓଡିଆ ବାଇବେଲ)
ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।