Joshua 13:27 — Compare Translations
5 translations compared side by side
Odia - 1840
"ବୈଥାରମର ଓ ବୈଥାନିମ୍ରାର ଓ ସକ୍ସ୍ଟକ୍କୋତ୍ର ଓ ସଫୋନ୍ର ଉପତ୍ୟକା ସହେି ଦେଶ ରେ ସାମିଲ୍ ଥିଲା। ଅବଶିଷ୍ଟ ଦେଶ ଯାହାକି ହିଷ୍ବୋନର ରାଜା ସୀହାନେ ଦ୍ବାରା ଶାସିତ ହେଉଥିଲା, ସହେି ଦେଶ ମଧିଅରେ ସାମିଲ୍ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତଳଭୂମିରେ ବୈଥାରମ୍ ଓ ବୈଥ୍ନିମ୍ରା ଓ ସୁକ୍କୋତ ଓ ସାଫୋନ୍ ଓ ହିଷ୍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍ ହ୍ରଦର ପ୍ରା; ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ।
Odia Bible ERV 2004 (ପବିତ୍ର ବାଇବଲ)
ବୈଥାରମର ଓ ବୈଥାନିମ୍ରାର ଓ ସୁକ୍କୋତ୍ର ଓ ସଫୋନ୍ର ଉପତ୍ୟକା ସେହି ଦେଶରେ ସାମିଲ୍ ଥିଲା। ଅବଶିଷ୍ଟ ଦେଶ ଯାହାକି ହିଷ୍ବୋନର ରାଜା ସୀହୋନ ଦ୍ୱାରା ଶାସିତ ହେଉଥିଲା, ସେହି ଦେଶ ମଧ୍ୟରେ ସାମିଲ୍ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତଳଭୂମିରେ ବେଥ୍-ହାରମ୍ ଓ ବେଥ୍-ନିମ୍ରା ଓ ସୁକ୍କୋତ ଓ ସାଫୋନ୍ ଓ ହିଷ୍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍ ହ୍ରଦର ପ୍ରାନ୍ତ ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।
Odia IRV 2017 (ଓଡିଆ ବାଇବେଲ)
ଓ ତଳଭୂମିରେ ବେଥ୍-ହାରମ୍ ଓ ବେଥ୍-ନିମ୍ରା ଓ ସୁକ୍କୋତ ଓ ସାଫୋନ୍ ଓ ହିଷ୍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍ ହ୍ରଦର ପ୍ରାନ୍ତ ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।