Joshua 13:29 — Compare Translations
5 translations compared side by side
Odia - 1840
"ଆଉ ମାଶାେ ମନଃଶିର ଅର୍ଦ୍ଧ ପରିବାରବର୍ଗକକ୍ସ୍ଟ ସମାନଙ୍କେର ଗୋଷ୍ଠୀ ଦ୍ବାରା ଦିଆୟାଇଥିବା ଦେଶକକ୍ସ୍ଟ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୋଶା ମନଃଶିର ଅର୍ଦ୍ଧ ପରିବାରବର୍ଗକୁ ସେମାନଙ୍କର ଗୋଷ୍ଠୀ ଦ୍ୱାରା ଦିଆଯାଇଥିବା ଦେଶକୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା।