Joshua 13:3 — Compare Translations

5 translations compared side by side

Odia - 1840
"ଶୀହାରଠାେରକ୍ସ୍ଟ ମିଶରର ସୀମାବର୍ତ୍ତୀ ଇକ୍ରୋଣ ଓ ତା'ର ଉତ୍ତରାଞ୍ଚଳକକ୍ସ୍ଟ ବର୍ତ୍ତମାନ ପର୍ୟ୍ଯନ୍ତ ତୁମ୍ଭେ ନିଯନ୍ତ୍ରଣକକ୍ସ୍ଟ ନଇନୋହିଁ। ବର୍ତ୍ତମାନ ସକ୍ସ୍ଟଦ୍ଧା ସହେି ଦେଶ କିଣାନୀଯମାନଙ୍କର ଅଟେ। ଏହି ପାଞ୍ଚଜଣଙ୍କକ୍ସ୍ଟ ଯଥା: ଗାଜା, ଅସଦୋଦ୍, ଅସ୍କିଲୋନ, ଗାତ୍ ଓ ଇକ୍ରୋଣର ନେତାଗଣଙ୍କକ୍ସ୍ଟ ତକ୍ସ୍ଟମ୍ଭଙ୍କକ୍ସ୍ଟ ପରାସ୍ତ କରିବାକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାତୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;
Odia Bible ERV 2004 (ପବିତ୍ର ବାଇବଲ)
ଶୀହୋରଠାରୁ ମିଶରର ସୀମାବର୍ତ୍ତୀ ଇକ୍ରୋଣ ଓ ତା’ର ଉତ୍ତରାଞ୍ଚଳକୁ ବର୍ତ୍ତମାନ ପର୍ଯ୍ୟନ୍ତ ତୁମ୍ଭେ ନିୟନ୍ତ୍ରଣକୁ ନେଇ ନାହଁ। ବର୍ତ୍ତମାନ ସୁଦ୍ଧା ସେହି ଦେଶ କିଣାନୀୟମାନଙ୍କର ଅଟେ। ଏହି ପାଞ୍ଚ ଜଣଙ୍କୁ ଯଥା: ଗାଜା, ଅସଦୋଦ୍, ଅସ୍କିଲୋନ, ଗାଥ୍ ଓ ଇକ୍ରୋଣର ନେତାଗଣଙ୍କୁ ତୁମ୍ଭଙ୍କୁ ପରାସ୍ତ କରିବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତର ସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍‍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;