Joshua 13:30 — Compare Translations
5 translations compared side by side
Odia - 1840
"ସହେି ଭୂମି ମହନଯୀମଠାରକ୍ସ୍ଟ ଆରମ୍ଭ ହେଲା। ଏହା ମଧ୍ଯ ବାଶନର ଅନ୍ତଭର୍କ୍ସ୍ଟକ୍ତ ହେଲା। ଯାହାକି ଓଗ୍ର ରାଜା ବାଶନର ଶାସନାଧିନ ଥିଲା। ବାଶନ ଅଧିନର ମାଟେ 60 ଟି ସହର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ସୀମା ମହନୟୀମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଭୂମି ମହନୟୀମଠାରୁ ଆରମ୍ଭ ହେଲା। ଏହା ମଧ୍ୟ ବାଶନର ଅନ୍ତର୍ଭୁକ୍ତ ହେଲା। ଯାହାକି ଓଗ୍ର ରାଜା ବାଶନର ଶାସନାଧୀନ ଥିଲା। ବାଶନ ଅଧୀନର ମୋଟ 60 ଟି ସହର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର