Joshua 13:31 — Compare Translations
5 translations compared side by side
Odia - 1840
"ଅର୍ଦ୍ଧକେ ଗିଲିଯଦ, ଅଷ୍ଟାରୋତ୍, ଇଦ୍ରିଯୀ ସହ ଏହି ଦେଶ ସାମିଲ୍ ଥିଲା। ମନଃଶିର ପକ୍ସ୍ଟତ୍ର ମାଖୀରର ବଂଶଧରଗଣଙ୍କକ୍ସ୍ଟ ଏହିସବୁ ଦେଶ ଦିଆୟାଇଥିଲା। ଅର୍ଦ୍ଧକେ ଉତ୍ତରାଧିକାରୀ ଏହି ଦେଶ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍ ଓ ଇଦ୍ରିୟୀ, ଓଗ୍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅର୍ଦ୍ଧେକ ଗିଲିୟଦ, ଅଷ୍ଟାରୋତ୍, ଇଦ୍ରିୟୀ ସହ ଏହି ଦେଶ ସାମିଲ୍ ଥିଲା। ମନଃଶିର ପୁତ୍ର ମାଖୀରର ବଂଶଧରଗଣଙ୍କୁ ଏହିସବୁ ଦେଶ ଦିଆଯାଇଥିଲା। ଅର୍ଦ୍ଧେକ ଉତ୍ତରାଧିକାରୀ ଏହି ଦେଶ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍ ଓ ଇଦ୍ରିୟୀ, ଓଗ୍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍ ଓ ଇଦ୍ରିୟୀ, ଓଗ୍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।