Joshua 13:33 — Compare Translations

5 translations compared side by side

Odia - 1840
"ମାଶାେ ଲବେୀ ବଂଶଧରମାନଙ୍କୁ ଆଦୌ ଭୂମି ଦଇନେଥିଲେ। କାରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ପ୍ରତିଜ୍ଞା କରିଥିଲେ, ଯେ ସେ ନିଜେ ସମାନଙ୍କେର ଉତ୍ତରାଧିକାରୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ । ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଲେବୀ ବଂଶଧରମାନଙ୍କୁ ଆଦୌ ଭୂମି ଦେଇ ନ ଥିଲେ। କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରିଥିଲେ, ଯେ ସେ ନିଜେ ସେମାନଙ୍କର ଉତ୍ତରାଧିକାରୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି।