Joshua 13:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ଏପର୍ୟ୍ଯନ୍ତ ଗିବଲିଯମାନଙ୍କ ଦେଶକକ୍ସ୍ଟ ପରାସ୍ତ କରି ନାହିଁ। ଏବଂ ହର୍ମୋଣ ପର୍ବତର ତଳସ୍ଥିତ ବାଲଗାଦ୍ଠାରକ୍ସ୍ଟ ହମାତ ରେ ପ୍ରବେଶ ସ୍ଥାନ ପର୍ୟ୍ଯନ୍ତ ପୂର୍ବ ଦିଗସ୍ଥ ସମସ୍ତ ଲିବା ନୋନ୍। ଏମାନଙ୍କୁ ପରାସ୍ତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ୍ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏପର୍ଯ୍ୟନ୍ତ ଗିବଲିୟମାନଙ୍କ ଦେଶକୁ ପରାସ୍ତ କରି ନାହଁ। ଏବଂ ହର୍ମୋଣ ପର୍ବତର ତଳସ୍ଥିତ ବା‌ଲ୍‌ଗା‌ଦ୍‌ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ପୂର୍ବ ଦିଗସ୍ଥ ସମସ୍ତ ଲିବାନୋନ୍। ଏମାନଙ୍କୁ ପରାସ୍ତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍‍ଗାଦ୍‍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଗିବ୍‍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍‍ଗାଦ୍‍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।