Joshua 13:6 — Compare Translations
5 translations compared side by side
Odia - 1840
"ସୀଦୋନୀଯ ଲୋକମାନେ ଯେଉଁ ଦେଶ ରେ ବାସ କରୁଛନ୍ତି, ଲିବାନୋନଠାରକ୍ସ୍ଟ ମିଷ୍ରଫୋତ୍ମଯିମ ପର୍ୟ୍ଯନ୍ତ ଦେଶ ରେ କିନ୍ତୁ ଆମ୍ଭେ ଇଶ୍ରାୟେଲ ସନ୍ତାନଗଣ ସମ୍ମକ୍ସ୍ଟଖରକ୍ସ୍ଟ ସମାନଙ୍କେୁ ତଡି ଦବେକ୍ସ୍ଟ। ତୁମ୍ଭେ ମାେ ଆଜ୍ଞାନକ୍ସ୍ଟସା ରେ ସହେି ଦେଶ ଅଧିକାର କରିବା ପାଇଁ ଇଶ୍ରାୟେଲଙ୍କକ୍ସ୍ଟ କବଳେ ବାଣ୍ଟି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲିବାନୋନ୍ଠାରୁ ମିଷ୍ରଫୋତ୍ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
“ସୀଦୋନୀୟ ଲୋକମାନେ ଯେଉଁ ଦେଶରେ ବାସ କରୁଛନ୍ତି, ଲିବାନୋନ୍ଠାରୁ ମିଷ୍ରଫୋତ୍ମୟିମ ପର୍ଯ୍ୟନ୍ତ ଦେଶରେ କିନ୍ତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବୁ। ତୁମ୍ଭେ ମୋ’ ଆଜ୍ଞାନୁସାରେ ସେହି ଦେଶ ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲିବାନୋନଠାରୁ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।
Odia IRV 2017 (ଓଡିଆ ବାଇବେଲ)
ଲିବାନୋନଠାରୁ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।