Joshua 13:7 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ଅଧିକାର ନିମିତ୍ତ ନଅ ବଂଶକକ୍ସ୍ଟ ଓ ମନଃଶିର ଅର୍ଦ୍ଧବଂଶକକ୍ସ୍ଟ ଏହି ଭୂମି ବଣ୍ଟନ କରିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧବଂଶକୁ ଏହି ଦେଶ ବିଭାଗ କରି ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧବଂଶକୁ ଏହି ଭୂମି ବଣ୍ଟନ କରିଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରିଦିଅ।”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରି ଦିଅ।