Joshua 13:8 — Compare Translations
5 translations compared side by side
Odia - 1840
"ରକ୍ସ୍ଟବନରେ ବଂଶ, ଗାଦ୍ ଏବଂ ମନଃଶିର ଅର୍ଦ୍ଧ ବଂଶଧରମାନେ ସମାନଙ୍କେର ଦେଶକକ୍ସ୍ଟ ନଇୟୋଇଛନ୍ତି। ସଦାପ୍ରଭୁଙ୍କର ସବେକ ମାଶାେ, ତାଙ୍କୁ ଏହି ଦେଶଗକ୍ସ୍ଟଡିକ ଦଇେଛନ୍ତି। ତାହା ୟର୍ଦ୍ଦନ ନଦୀର ପୂର୍ବ ଭାଗ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,
Odia Bible ERV 2004 (ପବିତ୍ର ବାଇବଲ)
ଦେଶଗୁଡ଼ିକର ବଣ୍ଟନ ରୁବେନ୍ର ବଂଶ, ଗାଦ୍ ଏବଂ ମନଃଶିର ଅର୍ଦ୍ଧ ବଂଶଧରମାନେ ସେମାନଙ୍କର ଦେଶକୁ ନେଇ ଯାଇଛନ୍ତି। ସଦାପ୍ରଭୁଙ୍କର ସେବକ ମୋଶା, ତାଙ୍କୁ ଏହି ଦେଶଗୁଡ଼ିକ ଦେଇଛନ୍ତି। ତାହା ଯର୍ଦ୍ଦନ ନଦୀର ପୂର୍ବ ଭାଗରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,
Odia IRV 2017 (ଓଡିଆ ବାଇବେଲ)
ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,