Joshua 13:9 — Compare Translations

5 translations compared side by side

Odia - 1840
"ଅର୍ଣ୍ଣୋନ୍ ଉପତ୍ୟକା ନିକଟସ୍ଥ ଅରୋଯରଠାରକ୍ସ୍ଟ ଓ ଉପତ୍ୟକାର ମଧ୍ଯବର୍ତ୍ତୀ ନଗର ଓ ଦୀବୋନ୍ ପର୍ୟ୍ଯନ୍ତ ମଦବୋର ସମସ୍ତ ସମଭୂମି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,
Odia Bible ERV 2004 (ପବିତ୍ର ବାଇବଲ)
ଅର୍ଣ୍ଣୋନ୍ ଉପତ୍ୟକା ନିକଟସ୍ଥ ଅରୋୟରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,
Odia IRV 2017 (ଓଡିଆ ବାଇବେଲ)
ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,