Joshua 14:1 — Compare Translations
5 translations compared side by side
Odia - 1840
"ଯାଜକ ଇଲିଯାସର ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ଇଶ୍ରାୟେଲର ସମସ୍ତ ପରିବାରବର୍ଗର ପ୍ରଧାନବର୍ଗ ନିଷ୍ପତ୍ତି ନେଲେ, ଭୂମି କିପରି ଲୋକମାନଙ୍କ ମଧିଅରେ ବଣ୍ଟା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନ-ଗଣର ପିତୃବଂଶୀୟ ପ୍ରଧାନବର୍ଗ,
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ଇଲିୟାସର ନୂନର ପୁତ୍ର ଯିହୋଶୂୟ ଏବଂ ଇସ୍ରାଏଲର ସମସ୍ତ ପରିବାରବର୍ଗର ପ୍ରଧାନବର୍ଗ ନିଷ୍ପତ୍ତି ନେଲେ, ଭୂମି କିପରି ଲୋକମାନଙ୍କ ମଧ୍ୟରେ ବଣ୍ଟା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,
Odia IRV 2017 (ଓଡିଆ ବାଇବେଲ)
କିଣାନ ଦେଶରେ ଇସ୍ରାଏଲ ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,