Joshua 14:10 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ସଦାପ୍ରଭୁ ମାେତେ ଏହି 45 ବର୍ଷ ପର୍ୟ୍ଯନ୍ତ ବଞ୍ଚାଇ ରଖିଛନ୍ତି, ଯେ ହତେକ୍ସ୍ଟ ସେ କହିଥିଲେ। ସଦାପ୍ରଭୁ ମାଶାଙ୍କେକ୍ସ୍ଟ ଏହା କହିଲା ସମୟରକ୍ସ୍ଟ ଆମ୍ଭେ ମରକ୍ସ୍ଟଭୂମିରେ ଭ୍ରମଣ କରୁଥିଲକ୍ସ୍ଟ। ବର୍ତ୍ତମାନ ମାେତେ 85 ବର୍ଷ ହେଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ୍ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ଚାରିକୋଡ଼ି ପାଞ୍ଚ ବର୍ଷ ବୟସ୍କ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ ସଦାପ୍ରଭୁ ମୋତେ ଏହି 45 ବର୍ଷ ପର୍ଯ୍ୟନ୍ତ ବଞ୍ଚାଇ ରଖିଛନ୍ତି, ଯେହେତୁ ସେ କହିଥିଲେ। ସଦାପ୍ରଭୁ ମୋଶାଙ୍କୁ ଏହା କହିଲା ସମୟରୁ ଆମ୍ଭେ ମରୁଭୂମିରେ ଭ୍ରମଣ କରୁଥିଲୁ। ବର୍ତ୍ତମାନ ମୋତେ 85 ବର୍ଷ ହେଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ୍ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି।