Joshua 14:11 — Compare Translations
5 translations compared side by side
Odia - 1840
"ମୁ ଆଜି ଠିକ୍ ସହେିପରି ଶକ୍ତିଶାଳୀ ଅଛି ଯେତବେେଳେ ମାଶାେ ମାେତେ ପଠାଇ ଥିଲେ, ସେତବେେଳେ ମୁ ଯେପରି ଶକ୍ତିଶାଳୀ ଥିଲି। ମୁ ସେତବେେଳେ ଯେପରି ଯୋଦ୍ଧା ଥିଲି, ବର୍ତ୍ତମାନ ମଧ୍ଯ ୟକ୍ସ୍ଟଦ୍ଧ କରିବାପାଇଁ ସହେିପରି ଯୋଦ୍ଧା ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେ ସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଜି ଠିକ୍ ସେହିପରି ଶକ୍ତିଶାଳୀ ଅଛି ଯେତେବେଳେ ମୋଶା ମୋତେ ପଠାଇ ଥିଲେ, ସେତେବେଳେ ମୁଁ ଯେପରି ଶକ୍ତିଶାଳୀ ଥିଲି। ମୁଁ ସେତେବେଳେ ଯେପରି ଯୋଦ୍ଧା ଥିଲି, ବର୍ତ୍ତମାନ ମଧ୍ୟ ଯୁଦ୍ଧ କରିବା ପାଇଁ ସେହିପରି ଯୋଦ୍ଧା ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।
Odia IRV 2017 (ଓଡିଆ ବାଇବେଲ)
ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେ ସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।