Joshua 14:12 — Compare Translations

5 translations compared side by side

Odia - 1840
"ତେଣୁ ମାେତେ ବର୍ତ୍ତମାନ ସହେି ପର୍ବତମଯ ଦେଶ ଦିଅ, ମାେତେ ଯାହାକି ସଦାପ୍ରଭୁ ବହକ୍ସ୍ଟଦିନ ପୂର୍ବରକ୍ସ୍ଟ ପ୍ରତିଜ୍ଞା କରିଥିଲେ। ସହେି ସମୟରେ ତୁମ୍ଭେ ସହେି ଲଢକ୍ସ୍ଟଆ ଅନାକୀଯମାନଙ୍କ ବିଷଯ ରେ ଶକ୍ସ୍ଟଣିଥିବ, ଯେଉଁମାନେ କି ସଠାେରେ ବାସ କରୁଥିଲେ। ଏବଂ ସମାନଙ୍କେର ନଗର ଗକ୍ସ୍ଟଡିକ ବହକ୍ସ୍ଟତ ବଡ ଥିଲା ଓ ସବୁ ଦିଗରକ୍ସ୍ଟ ସକ୍ସ୍ଟରକ୍ଷିତ ଥିଲା। କିନ୍ତୁ ବର୍ତ୍ତମାନ ସଦାପ୍ରଭୁ ମାେତେ ମାେ ସହିତ ଥାଇ ପାରନ୍ତି। ଏବଂ ମୁ ବର୍ତ୍ତମାନ ସହେି ଭୂମିକକ୍ସ୍ଟ ସଦାପ୍ରଭୁଙ୍କ ବାକ୍ଯ ଅନକ୍ସ୍ଟସା ରେ ନବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀରବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋତେ ବର୍ତ୍ତମାନ ସେହି ପର୍ବତମୟ ଦେଶ ଦିଅ, ମୋତେ ଯାହାକି ସଦାପ୍ରଭୁ ବହୁ ଦିନ ପୂର୍ବରୁ ପ୍ରତିଜ୍ଞା କରିଥିଲେ। ସେହି ସମୟରେ ତୁମ୍ଭେ ସେହି ଲଢ଼ୁଆ ଅନାକୀୟମାନଙ୍କ ବିଷୟରେ ଶୁଣିଥିଲ, ଯେଉଁମାନେ କି ସେଠାରେ ବାସ କରୁଥିଲେ। ଏବଂ ସେମାନଙ୍କର ନଗର ଗୁଡ଼ିକ ବହୁତ ବଡ଼ ଥିଲା ଓ ସବୁ ଦିଗରୁ ସୁରକ୍ଷିତ ଥିଲା। କିନ୍ତୁ ବର୍ତ୍ତମାନ ସଦାପ୍ରଭୁ ମୋତେ ମୋ’ ସହିତ ଥାଇ ପାରନ୍ତି। ଏବଂ ମୁଁ ବର୍ତ୍ତମାନ ସେହି ଭୂମିକୁ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ନେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥା’ନ୍ତି ଓ ନଗରମାନ ବୃହତ ଓ ପ୍ରାଚୀରବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।