Joshua 14:13 — Compare Translations
5 translations compared side by side
Odia - 1840
"ଯିହାଶୂେୟ ୟିଫକ୍ସ୍ଟନ୍ନିଙ୍କର ପକ୍ସ୍ଟତ୍ର କାଲେବ୍ଙ୍କକ୍ସ୍ଟ ଆଶୀର୍ବାଦ କଲେ ଏବଂ ହିବ୍ରୋଣ ସହରକକ୍ସ୍ଟ ତାଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଆଶୀର୍ବାଦ କଲେ ଏବଂ ହିବ୍ରୋଣ ସହରକୁ ତାଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ।