Joshua 14:15 — Compare Translations
5 translations compared side by side
Odia - 1840
"ଅତୀତ ରେ ସେ ସହରର ନାମ ଥିଲା କିରିଯଥ-ଅର୍ବ। ଏହି ସହର ଲୋକମାନଙ୍କ ମଧିଅରେ ଜଣେ ଯୋଦ୍ଧା ଥିଲେ, ଯାହାଙ୍କର ନାମ ଥିଲା ଅର୍ବ। ତାଙ୍କର ନାମ ଅନକ୍ସ୍ଟସା ରେ ଏ ଭୂମିର ନାମକରଣ କରାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା । ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ସେ ସହରର ନାମ ଥିଲା କିରିୟଥ-ଅର୍ବ। ଏହି ସହର ଲୋକମାନଙ୍କ ମଧ୍ୟରେ ଜଣେ ଯୋଦ୍ଧା ଥିଲେ, ଯାହାଙ୍କର ନାମ ଥିଲା ଅର୍ବ। ତାଙ୍କର ନାମ ଅନୁସାରେ ଏ ଭୂମିର ନାମକରଣ କରାଯାଇଥିଲା। ଏହା ପରେ ସେ ଭୂମିରେ ଶାନ୍ତି ଫେରି ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।
Odia IRV 2017 (ଓଡିଆ ବାଇବେଲ)
ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।