Joshua 14:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ବହକ୍ସ୍ଟଦିନ ପୂର୍ବରକ୍ସ୍ଟ ମାଶାଙ୍କେକ୍ସ୍ଟ ନିର୍ଦ୍ଦେଶ ଦଇେଥିଲେ କିପରି ଭାବରେ ଲୋକମାନଙ୍କୁ ସେ ଭୂମି ବାଣ୍ଟ କରିବେ। ନଅ ବଂଶର ଲୋକ ଅର୍ଦ୍ଧ ବଂଶର ଲୋକମାନଙ୍କୁ ଗକ୍ସ୍ଟଳାବାଣ୍ଟ ଦ୍ବାରା ନିଷ୍ପତ୍ତି ଦେଲେ କିଏ କେଉଁ ଭୂମି ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ଵାରା ବିଭାଗ କରି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ବହୁ ଦିନ ପୂର୍ବରୁ ମୋଶାଙ୍କୁ ନିର୍ଦ୍ଦେଶ ଦେଇଥିଲେ କିପରି ଭାବରେ ଲୋକମାନଙ୍କୁ ସେ ଭୂମି ବାଣ୍ଟ କରିବେ। ନଅ ବଂଶର ଲୋକ ଅର୍ଦ୍ଧ ବଂଶର ଲୋକମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ନିଷ୍ପତ୍ତି ଦେଲେ କିଏ କେଉଁ ଭୂମି ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିଦେଲେ।
Odia IRV 2017 (ଓଡିଆ ବାଇବେଲ)
ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ଦେଲେ।