Joshua 14:3 — Compare Translations

5 translations compared side by side

Odia - 1840
"ମାଶାେ ୟର୍ଦ୍ଦନର ପୂର୍ବ ପାରି ରେ ଦକ୍ସ୍ଟଇଟି ବଂଶ ଓ ଅର୍ଦ୍ଧବଂଶକକ୍ସ୍ଟ ସମାନଙ୍କେର ଭୂମିର ଅଧିକାର ଦଇେଥିଲେ। କିନ୍ତୁ ସେ ଲବେୀୟମାନଙ୍କୁ କୌଣସି ଦେଶ ହେଲେ ଦଇେ ନ ଥିଲେ, ଯେପରି ଅନ୍ୟ ପରିବାରବର୍ଗ ପାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋଶା ଯର୍ଦ୍ଦନ ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଯର୍ଦ୍ଦନର ପୂର୍ବ ପାରିରେ ଦୁଇଟି ବଂଶ ଓ ଅର୍ଦ୍ଧବଂଶକୁ ସେମାନଙ୍କର ଭୂମିର ଅଧିକାର ଦେଇଥିଲେ। କିନ୍ତୁ ସେ ଲେବୀୟମାନଙ୍କୁ କୌଣସି ଦେଶ ଦେଇ ନ ଥିଲେ, ଯେପରି ଅନ୍ୟ ପରିବାରବର୍ଗ ପାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋଶା ଯର୍ଦ୍ଦନ-ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋଶା ଯର୍ଦ୍ଦନ ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।