Joshua 14:4 — Compare Translations

5 translations compared side by side

Odia - 1840
"ବରଟି ବଂଶଧରଙ୍କକ୍ସ୍ଟ ସମାନଙ୍କେର ଭୂମିର ଅଧିକାର ଦଇେଥିଲେ। ଯୋଷଫେର ପକ୍ସ୍ଟତ୍ରଗଣ ଦକ୍ସ୍ଟଇଟି ବଂଶ ରେ ବିଭକ୍ତ ହେଲେ। ସମାନେେ ହେଲେ, ମନଃଶି ଓ ଇଫ୍ରଯିମ। ଏବଂ ପ୍ରେତ୍ୟକକ ବଂଶଧରମାନେ କିଛି କିଛି ଭୂମି ଲାଭ କଲେ। କିନ୍ତୁ ଲବେୀ ବଂଶଧରମାନଙ୍କୁ କୌଣସି ଭୂମି ଦିଆଗଲା ନାହିଁ। ଯାହା ହେଉ ସମାନଙ୍କେୁ କବଳେ ଏକ େଛାଟ ସହର ବାସ କରିବା ପାଇଁ ଅଧିକାର ଦିଆ ୟାଇଥିଲା। ସହେି ସହର ଗକ୍ସ୍ଟଡିକ ହେଲା, ପ୍ରେତ୍ୟକକ ପରିବାରବର୍ଗର ଦେଶ, ସମାନଙ୍କେର ପଶକ୍ସ୍ଟମାନେ ଚରିବା ପାଇଁ କିଛି ପଡିଆ ଦିଆୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ । ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବାରଟି ବଂଶଧରଙ୍କୁ ସେମାନଙ୍କର ଭୂମିର ଅଧିକାର ଦେଇଥିଲେ। ଯୋଷେଫଙ୍କର ପୁତ୍ରଗଣ ଦୁଇଟି ବଂଶରେ ବିଭକ୍ତ ହେଲେ। ସେମାନେ ହେଲେ, ମନଃଶି ଓ ଇଫ୍ରୟିମ। ଏବଂ ପ୍ରତ୍ୟେକ ବଂଶଧରମାନେ କିଛି କିଛି ଭୂମି ଲାଭ କଲେ। କିନ୍ତୁ ଲେବୀ ବଂଶଧରମାନଙ୍କୁ କୌଣସି ଭୂମି ଦିଆଗଲା ନାହିଁ। ଯାହା ହେଉ ସେମାନଙ୍କୁ କେବଳ ଏକ ଛୋଟ ସହର ବାସ କରିବା ପାଇଁ ଅଧିକାର ଦିଆ ଯାଇଥିଲା। ସେହି ସହର ଗୁଡ଼ିକ ହେଲା, ପ୍ରତ୍ୟେକ ପରିବାରବର୍ଗର ଦେଶ, ସେମାନଙ୍କର ପଶୁମାନେ ଚରିବା ପାଇଁ କିଛି ପଡ଼ିଆ ଦିଆଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।