Joshua 14:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେକ୍ସ୍ଟ ନିର୍ଦ୍ଦେଶ ଦେଲେ, ଇଶ୍ରାୟେଲ ଲୋକମାନଙ୍କ ମଧିଅରେ କିପରି ଭାବରେ ଭୂମିବାଣ୍ଟ ହବେ। ଇଶ୍ରାୟେଲ ଲୋକମାନେ ସଦାପ୍ରଭୁଙ୍କର ନିର୍ଦ୍ଦେଶ ମତେ ଭୂମିଗକ୍ସ୍ଟଡିକ ସମାନଙ୍କେ ଭିତ ରେ ଭାଗ କରି ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ ନିର୍ଦ୍ଦେଶ ଦେଲେ, ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ କିପରି ଭାବରେ ଭୂମିବାଣ୍ଟ ହେବ। ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କର ନିର୍ଦ୍ଦେଶମତେ ଭୂମିଗୁଡ଼ିକ ସେମାନଙ୍କ ଭିତରେ ଭାଗ କରି ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।